Hebrews 12:10 — Compare Translations
7 translations compared side by side
Odia - 1840
"ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସମାନେେ ଯେପରି ଭଲ ଭାବିଲେ, ସହେିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ବର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହବୋପାଇଁ ସାହାୟ୍ଯ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଜାଗତିକ ପିତାମାନଙ୍କ ଦୃଷ୍ଟିରେ ଯାହା ବିହିତ, ସେହି ଅନୁଯାୟୀ ଆମ୍ଭମାନଙ୍କୁ ଅଳ୍ପ କାଳ ପାଇଁ ଶାସନ କରନ୍ତି; କିନ୍ତୁ ଆମେ ଯେପରି ତାଙ୍କ ପବତ୍ରତାେ ଭାଗୀ ହୋଇ ପାରିବୁ, ଏହି ଉଦ୍ଦେଶ୍ୟରେ ଈଶ୍ୱର ଆମ ମଙ୍ଗଳ ନିମନ୍ତେ ଆମକୁ ଶାସନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସେମାନେ ଯେପରି ଭଲ ଭାବିଲେ, ସେହିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ୱର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହେବା ପାଇଁ ସାହାଯ୍ୟ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಹ್ಯಾ ಜಗಾಚ್ಯಾ ಬಾಬಾನಿ ಉಲ್ಲ್ಯಾ ದಿಸಾಂಚ್ಯಾ ಜಿವನಾತ್ ಅಪ್ನಾಕ್ ಬರೆ ದಿಸ್ತಾ ತಸಿ ಶಿಕ್ಷಾ ಲಾವಲ್ಲ್ಯಾನಿ, ಖರೆ ದೆವ್ ಅಪ್ಲ್ಯಾ ಪವಿತ್ರ್ ಪಾನಾತ್ ಅಮ್ಕಾ ಭಾಗ್ ಘೆಯ್ ಸಾರ್ಕೆ ಕರುಕ್ ಸಾಟ್ನಿ ಮನುನ್ ಅಮ್ಚ್ಯಾಚ್ ಬರ್ಯ್ಯಾಸಾಟ್ನಿ ಅಮ್ಕಾ ಶಿಕ್ಷಾಕ್ ಲಾವ್ನ್ ಸಮಾ ವಾಟೆಕ್ ಹಾನ್ತಾ.