Hebrews 12:11 — Compare Translations

7 translations compared side by side

Odia - 1840
"ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳ ରେ, ଦଣ୍ଡ ପାଇବା ଦ୍ବାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ; ତଥାପି ଯେଉଁମାନେ ତଦ୍ଦ୍ଵାରା ଶିକ୍ଷାପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ଵରୂପ ଧାର୍ମିକତା ପ୍ରଦାନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତି ପାଇବା ବେଳେ ଆମ୍ଭମାନଙ୍କୁ ତାହା ଦୁଃଖଦାୟକ ମନେ ହୁଏ, କଦାପି ସୁଖକର ନୁହେଁ। କିନ୍ତୁ ଶାସ୍ତି ଦ୍ୱାରା ଯେଉଁମାନଙ୍କର ଜୀବନ ଶୃଙ୍ଖଳିତ ହୁଏ, ସେମାନେ ପରେ ଶାନ୍ତିପ୍ରଦ ଧାର୍ମିକ ଜୀବନ ରୂପ ପୁରସ୍କାର ଲାଭ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହୁଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳରେ, ଦଣ୍ଡ ପାଇବା ଦ୍ୱାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।
Odia IRV 2017 (ଓଡିଆ ବାଇବେଲ)
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಕ್ಷಾ ದಿಲ್ಯಾ ಯೆಳಾರ್ ತಿ ದುಖಾಕ್ ಕಾರನ್ ಹೊತಾ, ಶಿವಾಯ್ ಕುಶಿಕ್ ಕಾರನ್ ಹೊಯ್ನಾ, ಖರೆ ಮಾನಾ ಶಿಸ್ತಿನ್ ಶಿಕುನ್ ಹೊಲ್ಯಾಕ್ನಿ ತಿ ಶಿಕ್ಷಾ ಸಮಾಧಾನಾಚೆ ಅನಿ ನಿತಿಚೆ ಬರೆ ಫಳ್ ಖಮ್ವುನ್ ದಿತಾ.