Hebrews 12:13 — Compare Translations

7 translations compared side by side

Odia - 1840
"ଧାର୍ମିକ ହାଇେ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହବୋର କାରଣ ହବେ ନାହିଁ, ଓ ତୁମ୍ଭମାନେେ ରକ୍ଷା ପାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର, ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଳଖ ପଥମାନଙ୍କପରେ ଗମନ କର; ତାହାହେଲେ, ତୁମର ପଙ୍ଗୁ ପଦ ଅଚଳ ନ ହୋଇ ସୁସ୍ଥ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ହୋଇ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହେବାର କାରଣ ହେବ ନାହିଁ, ଓ ତୁମ୍ଭେମାନେ ରକ୍ଷା ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಚಲ್ತಲಿ ವಾಟ್ ನಿಟ್ ಕರಾ, ಅಶೆ ತುಮ್ಚಿ ಸೊಟ್ಟಿ ಪಾಯಾ ಮೊಡಿನಸ್ತಾನಾ ರ್‍ಹಾಂವ್ದಿತ್, ಹೆಚ್ಯಾ ಬದ್ಲ್ಯಾಕ್ ತಿ ಗುನ್ ಹೊತಾ,