Hebrews 12:14 — Compare Translations
7 translations compared side by side
Odia - 1840
"ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତଙ୍କ ସହ ଶାନ୍ତିରେ ବାସ କରିବାକୁ ଓ ପବିତ୍ର ଜୀବନ ଯାପନ କରିବାକୁ ଉଦ୍ୟମ କର; କାରଣ ତାହା ବ୍ୟତୀତ କେହି ପ୍ରଭୁଙ୍କର ଦର୍ଶନ ଲାଭ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣକର ଜୀବନ ପବିତ୍ର ନୁହେଁ, ତା’ହେଲେ ସେ ପ୍ରଭୁଙ୍କୁ କେବେ ହେଲେ ଦେଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
Odia IRV 2017 (ଓଡିଆ ବାଇବେଲ)
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸಗ್ಳ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಸಮಾದಾನಾನ್ ಅನಿ ಪವಿತ್ರ್ ಹೊವ್ನ್ ಜಿವನ್ ಕರುಕ್ ಖಟ್ಪಟಾ, ಕೊನ್ ತೆಂಚ್ಯಾ ಜಿವನಾತ್ ಪವಿತ್ರ್ ಹೊವ್ನ್ ರ್ಹಾಯ್ನಾ ತೆನಿ ದೆವಾಕ್ ಬಗುಕ್ ಹೊಯ್ನಾ.