Hebrews 12:15 — Compare Translations

7 translations compared side by side

Odia - 1840
"ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସାବଧାନ, ଯେପରି ଈା୍ବରଙ୍କ ଅନୁଗ୍ରହରୁ ବଞ୍ଚିତ ନ ହୁଅ। ତିକ୍ତ ବୃକ୍ଷ ପରି ହୁଅ ନାହିଁ। ତିକ୍ତ ବୃକ୍ଷ ବଢ଼ିଗଲେ, ତା’ର ବିଷ ଦ୍ୱାରା ବହୁ ଅନିଷ୍ଠ ସାଧିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ପରମେଶ୍ୱରଙ୍କ ଅନୁଗ୍ରହ ପାଇବାରେ ବଞ୍ଚିତ ହେବ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସେଭଳି ଲୋକ ସମୁଦାୟ ଦଳକୁ ନଷ୍ଟ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
Odia IRV 2017 (ଓଡିଆ ବାଇବେଲ)
କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕೊನ್‍ಬಿ ದೆವಾಚಿ ಕುರ್ಪಾ ಕಳ್ದುನ್ ಘೆಯ್‍ ನಸಿ ಸಾರ್ಕೆ ಹುಶಾರ್ಕಿಕ್ ರ್‍ಹಾವಾ ತುಮ್ಚ್ಯಾತ್ ಕೊಡು ಝಾಡಾ ವಾಡಿನಸಿ ಸಾರ್ಕೆ ಹುಶಾರ್ಕಿಕ್ ರ್‍ಹಾವಾ, ತೆಚ್ಯಾ ವೈನಾ ಸಗ್ಳೆ ತಾಂಡೊಚ್ ಹಾಳ್ ಹೊತಾ.