Hebrews 12:17 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏସେ ୗ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଚାହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ଯାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା'ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯନିରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରେ ସେ ପିତାଙ୍କ ଆଶୀର୍ବାଦ ଲାଭ କରିବାକୁ ଉତ୍କଣ୍ଠିତ ହେଲା, କିନ୍ତୁ ପରିତ୍ୟାକ୍ତ ହେଲା। ବହୁ ଅଶୁପାତ କରି ସୁଦ୍ଧା ସେ ନିଜ କୃତ କର୍ମର ଫଳ ପରିବତ୍ତିନ କରିପାରି ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏଷୌ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଗ୍ଭହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ୟାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା’ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ಅಪ್ನಾಚ್ಯಾ ಬಾಬಾಚೊ ಆಶಿರ್ವಾದ್ ಘೆವ್ಕ್ ಗೆಲ್ಯಾ ತನ್ನಾ ಬಾಬಾನ್ ತೆಕಾ ಆಶಿರ್ವಾದ್ ದಿಯ್ನಸ್ತಾನಾ ಫಾಟಿ ಧಾಡ್ಲ್ಯಾನ್, ತೆ ತುಮ್ಕಾ ಗೊತ್ತ್ ಹಾಯ್, ತೊ ಆಶಿರ್ವಾದ್ ಘೆವ್ಕ್ ಸಾಟ್ನಿ ಮನುನ್ ದುಖಾ ಗಳ್ವುನ್ ತಳ್ಮಳ್ಲೊ ಹೊಲ್ಯಾರ್ಬಿ ಕಸ್ಲ್ಯಾ ಫಾಯ್ದ್ಯಾಕ್ ಪಡುಕ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಮನ್ ಬದ್ಲುಕ್ ತೆಕಾ ಕಸ್ಲೊ ಅವಕಾಸ್ ಗಾವ್ಕ್ ನಾ.