Hebrews 12:22 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ଵରଙ୍କ ନଗର, ଅର୍ଥାତ୍, ସ୍ଵର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭେମାନେ ଆସିଛ ସିୟୋନ ପବିତକୁ, ଜୀବନ୍ତ ଈଶ୍ୱରଙ୍କ ନଗରୀ ସ୍ୱର୍ଗୀୟ ଯିରୂଶାଲମକୁ, ଯେଉୂଁଠାରେ ସହସ୍ର ସହସ୍ର ସ୍ୱର୍ଗଦୂତମାନଙ୍କର ସମାବେଶ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ସେହିପରି ଜାଗାକୁ ଆସିନାହଁ। ତୁମ୍ଭେମାନେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସିୟୋନ ପର୍ବତ। ତୁମ୍ଭେମାନେ ଜୀବନ୍ତ ପରମେଶ୍ୱରଙ୍କ ନଗରୀକୁ ଆସିଛ, ସ୍ୱର୍ଗୀୟ ଯିରୁଶାଲମକୁ ଆସିଛ। ତୁମ୍ଭେମାନେ ଏକତ୍ରିତ ହୋଇଥିବା ଓ ଆନନ୍ଦରେ ପରିପୂର୍ଣ୍ଣ ହଜାର ହଜାର ସ୍ୱର୍ଗଦୂତଙ୍କ ପାଖରେ ଆସି ପହଞ୍ଚିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಸಿಯೊನ್ ಮಡ್ದಿಕ್, ಝಿತ್ತೊ ದೆವ್ ರಾತಲ್ಯಾ ಶಾರಾತ್ ಸರ್ಗಾಚ್ಯಾ ಜೆರುಜಲೆಮಾಕ್ ಯೆಲ್ಲ್ಯಾಸಿ, ತುಮಿ ಹಜಾರಾನಿ ಹಜಾರ್ ದೆವ್ದುತಾ ಖುಶಿ ಕರ್ತಾಲ್ಯಾ ಜಾಗ್ಯಾರ್ ಯೆಲ್ಯಾಸಿ.