Hebrews 12:23 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରଥମଜାତ325 ସନ୍ତାନମାନଙ୍କ ମିଳନ ସ୍ଥଳ ରେ ଆସି ପହଞ୍ଚିଛି। ସମାନଙ୍କେ ନାମ ସ୍ବର୍ଗ ରେ ଲଖାେ ରହିଛି। ସବୁଲୋକଙ୍କର ବିଚାରପତି ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନେେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହାଇେ ସାରିଛନ୍ତି, ସହେିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭମାନେେ ଆସିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ତଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ଵର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଯେଉଁ ପ୍ରଥମ ଜାତ ସନ୍ତାନମାନଙ୍କର ନାମ ସ୍ୱର୍ଗରେ ଲିକିତ ହୋଇଛି, ତୁମ୍ଭେମାନେ ସେହିମାନଙ୍କର ଆନନ୍ଦୋତ୍ସବକୁ ଅସିଛ। ସମଗ୍ର ମାନବ ଜାତିର ବିଚାରକ ଈଶ୍ୱରଙ୍କ ନିକଟକୁ ଏବଂ ସିଦ୍ଧିପ୍ରାପ୍ତ ଧାର୍ମିକ ମନୁଷ୍ୟମାନଙ୍କର ଆତ୍ମାମାନଙ୍କ ନିକଟକୁ ତୁମ୍ଭେମାନେ ଆସିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରଥମଜାତ ସନ୍ତାନମାନଙ୍କ ମିଳନ ସ୍ଥଳରେ ଆସି ପହଞ୍ଚିଛି। ସେମାନଙ୍କ ନାମ ସ୍ୱର୍ଗରେ ଲେଖା ରହିଛି। ସବୁଲୋକଙ୍କର ବିଗ୍ଭରପତି ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହୋଇ ସାରିଛନ୍ତି, ସେହିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭେମାନେ ଆସିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪೈಲೆ ಉಪಾಜಲ್ಲ್ಯಾ ದೆವಾಚ್ಯಾ ಲೊಕಾಚ್ಯಾ ತಾಂಡ್ಯಾಕ್ ಸರ್‍ಗಾ ವರ್ತಿ ತೆಂಚಿ ನಾವಾ ಲಿವಲ್ಲಿ ಹಾತ್, ತುಮಿ ದೆವಾಕ್ಡೆ ಯೆಲ್ಯಾಸಿ, ತೊ ಸಗ್ಳ್ಯಾಂಚಿ ನ್ಯಾಯ್ ಕರ್ನಾರೊ, ನಿತಿವಂತಾಂಚೆ ಆತ್ಮೆ ಸಂಪುರ್ನ್ ಕರ್ತಲ್ಯಾಂಚ್ಯಾ ಇದ್ರಾಕ್ ಇಬೆ ಹಾಸಿ,