Hebrews 12:24 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, ନୂତନ ଚୁକ୍ତିର ସ୍ଥାପୟିତା ଯୀଶୁଙ୍କ ନିକଟକୁ ଓ ଯାହାଙ୍କର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ମହତ୍ତର ବିଷୟମାନ ପ୍ରଦାନ କରିବ ବୋଲି ଆଶା ସଞ୍ଚାର କରୁଛ, ସେହି ରକ୍ତ ନିକଟକୁ ଆସିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ ନିକଟକୁ ଆସିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
Odia IRV 2017 (ଓଡିଆ ବାଇବେଲ)
ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನ್ಹವ್ಯಾ ಕರಾರಾಚೊ ಮಧ್ಯಸ್ತ್ ಜೆಜುಕ್ಡೆ ಅನಿ ಅಬೆಲಾಚ್ಯಾ ರಗ್ತಾಚ್ಯಾನ್ಕಿ ಜಾಸ್ತಿ ಅರ್ಥಾಚ್ಯಾ ಸಿಪಡಲ್ಲ್ಯಾ ರಗ್ತಾಕ್ಡೆ ತುಮಿ ಯೆಲ್ಲ್ಯಾಸಿ.