Hebrews 12:27 — Compare Translations

7 translations compared side by side

Odia - 1840
"ଆଉ ଥରେ କହିବା ଅର୍ଥ ଯେ ଯାହାକିଛି ନିର୍ମିତ ହାଇେଥିଲା, ସେ ସବୁ ନଷ୍ଟ ହାଇେ ୟିବ। ସହେିଗୁଡ଼ିକୁ ଟଳମଳ କରାଯାଇ ପାରିବ ଓ ଯେଉଁ ବିଷୟଗୁଡ଼ିକୁ ଟଳମଳ କରାଯାଇ ପାରିବ ନାହିଁ ସଗେୁଡ଼ିକ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ବୋଲି କହିବା ଦ୍ଵାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲଥିରୁ ସୁସ୍ପଷ୍ଟ ଯେ, ସେ “ପୁନର୍ବାର” ଯାହା କରିବେ, ତଦ୍ଦ୍ୱାରା ସୃଷ୍ଟିର ସମସ୍ତ ବିଷୟ ଆଲୋଡ଼ିତ ହୋଇ ଲୋପ ପାଇବ। କେବଳ ଯେଉଁବବୁ ବିଷୟ ଦୋହଲା ଯାଇ ପାରିବ ନାହିଁ, ତାହା ଅଟଳ ହୋଇ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଥରେ” କହିବା ଅର୍ଥ ଯେ ଯାହାକିଛି ନିର୍ମିତ ହୋଇଥିଲା, ସେ ସବୁ ନଷ୍ଟ ହୋଇ ଯିବ। ସେହିଗୁଡ଼ିକୁ ଟଳମଳ କରାଯାଇ ପାରିବ ଓ ଯେଉଁ ବିଷୟ ଗୁଡ଼ିକୁ ଟଳମଳ କରାଯାଇ ପାରିବ ନାହିଁ ସେଗୁଡ଼ିକ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಗ್ದಾ ಮಟ್ಲ್ಯಾರ್, ಹ್ಯಾ ಗೊಸ್ಟಿಯಾಂಚೊ ಅರ್ತ್ ಕಾಯ್ ಮಟ್ಲ್ಯಾರ್, ಹಾಲ್ತಲಿ ಜಿನ್ಸಾ ಗಟ್ಟ್ ರಾತ್ಯಾತ್.