Hebrews 12:28 — Compare Translations

7 translations compared side by side

Odia - 1840
"ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ଵରଙ୍କ ସନ୍ତୋଷଜନକ ଉପାସନା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್, ಹಾಲ್ವುಕ್ ಹೊಯ್ ನಸಲ್ಲ್ಯಾ ರಾಜ್ಯ್ ಅಮ್ಕಾ ಗಾವ್ಲ್ಯಾ ತೆಸೆ ಮನುನ್ ದೆವಾಕ್ ಧನ್ಯವಾದ್ ದಿತಲ್ಲೆ ಹೊವಾ! ದೆವಾಕ್ ಭಿಂಯಾನ್, ಅನಿ ಮಾನಾನ್ ತೆಕಾ ಮಾನ್ತಾ ತಸ್ಲಿ ಉಪ್ಕಾರ್ ಸ್ತುತಿ ಅಮಿ ಕರುಂವಾ.