Hebrews 12:3 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ବିଷୟ ରେ ଭାବି ଦେଖ। ଯେତବେେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧ ରେ କିଛି କରୁଥିଲେ, ସେ ଅତି ର୍ଧୈୟ୍ଯର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭମାନେେ ମଧ୍ଯ ସହେି ଭଳି ର୍ଧୈୟ୍ଯବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳା; ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବି ଦେଖ, ସେ କେତେ ଦୁଃଖ ନ ସହିଛନ୍ତି। ସେ ପାପୀମାନଙ୍କଠାରୁ କେତେ ଲାଞ୍ଚନା ସହ୍ୟ ନ କରିଛନ୍ତି। ତେଣୁ ତୁମ୍ଭେମାନେ ନିରୁତ୍ସାହିତ ହୋଇ ଙାଙ୍ଗି ପଡ଼ି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିଷୟରେ ଭାବି ଦେଖ। ଯେତେବେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧରେ କିଛି କରୁଥିଲେ, ସେ ଅତି ଧୈର୍ଯ୍ୟର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭେମାନେ ମଧ୍ୟ ସେହିଭଳି ଧୈର୍ଯ୍ୟବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಪಾಪಾತ್ ಹೊತ್ತ್ಯಾ ಲೊಕಾಕ್ನಿ ವಿರೊದ್ ಹೊವ್ನ್ ಬುರ್ಶೆ ಸಾಂಗಟ್ಲ್ಯಾರ್ಬಿ ತೆನಿ ತಾಳುನ್ ಘೆಟ್ಲ್ಯಾನ್, ತನ್ನಾ ತುಮಿಬಿ ತಾಳುನ್ ರ್ಹಾವ್ಚೆ, ಧೈರ್ ಸೊಡುನಕಾಶಿ.