Hebrews 12:5 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ଵା ତାହାଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳା; ହୁଅ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କ ସନ୍ତାନ ସ୍ୱରୂପେ ତୁମ୍ଭମାନଙ୍କୁ ଯେଉଁ ଉତ୍ସାହବାଣୀ ଶୁଣାଉଛନ୍ତି, ତାହା କ’ଣ ତୁମ୍ଭେମାନେ ଭୁଲି ଯାଇଛ? “ହେ ମୋର ପୁତ୍ର, ଈଶ୍ୱର ତୁମକୁ ଶାସନ କଲାବେଳେ ମନୋଯୋଗୀ ହୁଅ। ସେ ତୁମକୁ ଉର୍ତ୍ସାନାକଲାବେଳେ ନିରୁତ୍ସାହ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ପୁତ୍ରଗଣ ହୋଇଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ୱନାର ବାକ୍ୟ କୁହନ୍ତି। ତୁମ୍ଭେମାନେ ସେହି ବାକ୍ୟଗୁଡ଼ିକୁ ଭୁଲି ଯାଇଛ: “ହେ ମୋର ପୁତ୍ର! ଯେତେବେଳେ ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତି ଭାବ ନାହିଁ ଯେ ତାହା ମୂଲ୍ୟହୀନ, ଓ ଯେତେବେଳେ ପ୍ରଭୁ ତୁମ୍ଭର ସଂଶୋଧନ କରନ୍ତି ଚେଷ୍ଟା କରିବାରେ ନିରୁତ୍ସାହ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಪೊರಾ ತುಮಿ ಹೊಲ್ಯಾಶಿ, ತೊ ಸುಖಾಚೆ ಬೊಲ್ನೆ ಬೊಲ್ತಾ, ತಿ ಗೊಸ್ಟಿಯಾ ಸಗ್ಳಿ ಇಸರ್ತ್ಯಾಶಿ. ತೆಕಾ ಧನಿಯಾಚಿ ಶಿಕ್ಷಾ ತಿರಸ್ಕಾರ್ ಕರುನಕ್ಕೊ, ಧನಿ ತುಮ್ಕಾ ಗಾಳಿಯಾ ದಿತಾನಾ ಬೆಜಾರ್ ಕರುನಕ್ಕೊ.