Hebrews 12:6 — Compare Translations

7 translations compared side by side

Odia - 1840
"ପ୍ରଭୁ ଭଲ ପାଉଥିବା ପ୍ରେତ୍ୟକକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରେତ୍ୟକକ ଲୋକକୁ ସେ ଶାସ୍ତି ଦିଅନ୍ତି। ହିତାପଦେେଶ 3:11-12"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱର ଯାହାକୁ ପ୍ରେମ କରନ୍ତି ତାହାକୁ ଶାସନ କରନ୍ତି ଏବଂ ଯାହାକୁ ପୁତ୍ରବତ୍ ଗ୍ରହଣ କରନ୍ତି, ତାହାକୁ ଶାସ୍ତି ଦିଅନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଭଲ ପାଉଥିବା ପ୍ରତ୍ୟେକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରତ୍ୟେକ ଲୋକକୁ ସେ ଶାସ୍ତି ଦିଅନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ತೊ ಪ್ರೆಮ್ ಕರ್‍ತಲ್ಯಾಕ್ನಿ ಶಿಕ್ಷಾ ದಿತಾ, ಕೊನಾಕ್ ಲೆಕ್ ಮನುನ್ ಮಾನುನ್ ಘೆತಾ ತೆಕಾಚ್ ಶಿಕ್ಷಾ ದಿತಾ.