Hebrews 12:7 — Compare Translations

7 translations compared side by side

Odia - 1840
"ଅତଏବ ପ୍ରେତ୍ୟକକ ଯାତନାକୁ ପିତାଙ୍କର ଦଣ୍ଡ ବୋଲି ଭାବି ଗ୍ରହଣ କର। ଜଣେ ପିତା ତାର ପୁତ୍ର ପ୍ରତି ଯଭେଳି ବ୍ଯବହାର କରେ, ପରମେଶ୍ବର ତୁମ୍ଭମାନଙ୍କ ପ୍ରତି ସପରେି ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ; ଈଶ୍ଵର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ଦୁଃଖ କ୍ଳେଶକୁ ପିତାଙ୍କର ଶାସନ ବୋଲି ମନେକରି ସହ୍ୟ କର, ଏହାଦ୍ୱାରା ସେ ତୁମ ସହିତ ପିତୃବତ୍ ବ୍ୟବହାର କରୁଛନ୍ତି ବୋଲି ପ୍ରକାଶ ପାଉଛି। ପିତାଠାରୁ କେବେ ଶାସ୍ତି ପାଇ ନାହିଁ, ଏପରି ପୁତ୍ର ଅଛି କି?
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ପ୍ରତ୍ୟେକ ଯାତନାକୁ ପିତାଙ୍କର ଦଣ୍ଡ ବୋଲି ଭାବି ଗ୍ରହଣ କର। ଜଣେ ପିତା ତା’ର ପୁତ୍ର ପ୍ରତି ଯେଭଳି ବ୍ୟବହାର କରେ, ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ସେହିପରି ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ୱର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತುಮಿ ಘೆತಲಿ ತರಾಸಾ ಸಗ್ಳಿ ಬಾಬಾನ್ ದಿಲ್ಲೆ ಮನುನ್ ಸೊಸುನ್ ಘೆವಾ, ಬಾಬಾನ್ ಪೊರಾಕ್ನಿ ಶಿಕ್ಷಾ ದಿಲ್ಲ್ಯಾ ಸಾರ್ಕೆ ದೆವ್ ತುಮ್ಕಾ ತ್ಯಾಚ್ ಥರಾನ್ ಶಿಕ್ಷಾ ದಿತಾ. ಬಾಬಾಕ್ನಾ ಶಿಕ್ಷಾ ಘೆಯ್ನಸಲ್ಲಿ ಪೊರಾ ಖೈಯ್ ಹಾತ್?