Hebrews 13:1 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାତୃପ୍ରେମ ସ୍ଥିର ହୋଇଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟବିଶ୍ୱାସୀ ଭାଇମାନେ ପରସ୍ପରକୁ ପ୍ରେମ କରୁଥାଅ। ଆଗନ୍ତୁକମାନଙ୍କୁ ତୁମ ଗୃହରେ ଆତିଥ୍ୟ ପ୍ରଦାନ କର।
Odia Bible ERV 2004 (ପବିତ୍ର ବାଇବଲ)
ଉପାସନା ଈଶ୍ୱରଙ୍କୁ ସନ୍ତୁଷ୍ଟ କରେ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
Odia IRV 2017 (ଓଡିଆ ବାଇବେଲ)
ଭ୍ରାତୃପ୍ରେମ ସ୍ଥିର ହୋଇଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾತ್ ಭಾವಾ ಅನಿ ಭೆನಿಯಾಂಚ್ಯಾ ಸಾರ್ಕೆ ಎಕೆಮೆಕಾಚೊ ಪ್ರೆಮ್ ಕರ್ತಲೆ ಸೊಡುನಕಾಶಿ.