Hebrews 13:11 — Compare Translations

7 translations compared side by side

Odia - 1840
"ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ଵରୂପେ ମହାଯାଜକଙ୍କ ଦ୍ଵାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ମହାଯାଜକ ବଳି ଦିଆଯୋଇଥିବା ପଶୁର ରକ୍ତ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ ଉତ୍ସର୍ଗ କରିବାକୁ ମହାପବିତ୍ର ସ୍ଥାନକୁ ନେଇ ଯାଆନ୍ତି; କିନ୍ତୁ ଉକ୍ତ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ କରାଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନେଇ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହାରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହି ସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಪಾಚ್ಯಾಸಾಟ್ನಿ ಬಲಿ ಭೆಟ್ವುಕ್ ಮೊಟೊ ಯಾಜಕ್ ಜನಾವರಾಚೆ ರಗಾತ್ ಪವಿತ್ರ್ ಜಾಗ್ಯಾರ್ ಘೆವ್ನ್ ಜಾತಾ, ತೆಂಚಿ ಅಂಗಾ ಶಾರಾತ್ನಿ ಭಾಯ್ರ್ ನ್ಹೆವ್ನ್ ಜಾಳ್ವುತಾತ್.