Hebrews 13:12 — Compare Translations
7 translations compared side by side
Odia - 1840
"ସହେି ଭଳି ଯୀଶୁ ମଧ୍ଯ ସହର ବାହା ରେ ଯାତନା ପାଇଲେ। ନିଜ ରକ୍ତ ଦ୍ବାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ଯୀଶୁ ମଧ୍ୟ ନିଜ ରକ୍ତ ଦ୍ୱାରା ଲୋକମାନଙ୍କୁ ପାପରୁ ପରିଶୁଦ୍ଧ କରିବାପାଇଁ ନଗର ବାହାରେ ମୃତ୍ୟୁ ଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಜೆಜುಬಿ ಅಪ್ನಾಚ್ಯಾ ರಗ್ತಾನ್ ಲೊಕಾಕ್ನಿ ಪವಿತ್ರ್ ಕರುಸಾಟಿ ಶಾರಾಚ್ಯಾ ಭಾಯ್ರ್ ಮರ್ಲೊ.