Hebrews 13:14 — Compare Translations
7 translations compared side by side
Odia - 1840
"ଏହି ପୃଥିବୀ ରେ ଆମ୍ଭର କୌଣସି ଚିରସ୍ଥାଯୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ଯତ ରେ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଆଗାମୀ ନଗରର ଅନ୍ଵେଷଣ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମ ପାଇଁ ଏ ଜଗତରେ କୌଣସି ସ୍ଥାୟୀ ନଗର ନାହିଁ; ଯେଉଁ ନଗର ଭବିଷ୍ୟତରେ ସ୍ଥାପିତ ହେବ, ଆମେ ସେହି ନଗର ଅପେକ୍ଷାରେ ଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପୃଥିବୀରେ ଆମ୍ଭର କୌଣସି ଚିରସ୍ଥାୟୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ୟତରେ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹಿತ್ತೆ ಅಮ್ಕಾ ಶಾಸ್ವಿತ್ ಶಾರ್ ನಾ, ಖರೆ ಯೆತಲೆ ಹಾಯ್ ತ್ಯಾ ಶಾರಾಚಿ ವಾಟ್ ಬಗಿತ್ ಹಾವ್.