Hebrews 13:15 — Compare Translations

7 translations compared side by side

Odia - 1840
"ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆସ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ଵୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ଆସ, ଆମେ ଯଈଶୁଙ୍କୁ ମଧ୍ୟସ୍ଥତାରେ ଈଶ୍ୱରଙ୍କୁ ଆମର ପ୍ରଶଂସାରୂପ ବଳି ଉତ୍ସର୍ଗ କରିବା। ଏହି ବଳି ଯୀଶୁଙ୍କୁ ‘ପ୍ରଭୁ’ ବୋଲି ସ୍ୱୀକାର କରୁଥିବା ଓଷ୍ଠଧର ସ୍ୱାରା ଉଓôର୍ଗିତ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಜೆಜುಚ್ಯಾ ವೈನಾ ದೆವಾಕ್ ಹೊಗ್ಳಾಪ್ ದಿತಲಿ ಬಲಿ ಅಮಿ ಸದ್ದಿಚ್ ಭೆಟ್ವುವಾ, ಹಿಚ್ ತೆಚೆ ನಾವ್ ಒಪ್ಪುನ್ ಘೆಟಲ್ಲ್ಯಾಂಚ್ಯಾ ಹೊಟ್ಟಾಂಚಿ ಉಪ್ಕಾರ್ ಸ್ತುತಿ.