Hebrews 13:16 — Compare Translations

7 translations compared side by side

Odia - 1840
"ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ଵରଙ୍କର ପରମ ସନ୍ତୋଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନଙ୍କର ଉପକାର କରିବାକୁ ଓ ସେମାନଙ୍କୁ ସାହାଯ୍ୟ କରିବାକୁ ଭୁଲିଯାଅ ନାହିଁ, କାରଣ ଏହିସବୁ ହିଁ ଈଶ୍ୱରଙ୍କ ସନ୍ତୋଷଜନକ ବଳି, ସ୍ୱରୂପ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
Odia IRV 2017 (ଓଡିଆ ବାଇବେଲ)
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದುಸ್ರ್ಯಾಕ್ನಿ ಬರೆ ಕರುಕ್, ಅನಿ ದಾನ್ ದಿವ್ಕ್ ಇಸ್ರು ನಕಾಸಿ, ಅಸ್ಲಿ ಬಲಿಯಾಚ್ ದೆವಾಕ್ ಮಾನ್ತಾತ್.