Hebrews 13:18 — Compare Translations
7 translations compared side by side
Odia - 1840
"ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ଵାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପାଇଁ ପ୍ରାର୍ଥନା କରୁଥାଅ। ଆମ ବିବେକ ଯେ ନିର୍ମଳ, ଏଥିରେ ସନ୍ଦେହ ନାହିଁ, କାରଣ ସର୍ବଦା ନ୍ୟାୟୋଚିତ କାଯ୍ର୍ୟ୍ର କରିାବକୁ ଆମର ଏକାନ୍ତ ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾಸಾಟ್ನಿ ಕನ್ನಾಬಿ ಮಾಗ್ನೆ ಕರುಂಗೆತ್ ರ್ಹಾವಾ ಸಗ್ಳ್ಯಾ ಸಂಗ್ತಿಯಾತ್ನಿ, ಅನಿ ಪರಿಸ್ಥಿತಿತ್ನಿ ಖಲೆ ಬರೆ ಹಾಯ್ ತೆ ಎವ್ಡೆಚ್ ಕರುಚೆ ಮನ್ತಲಿ ಅಮ್ಚಿ ಆಶಾ. ತಸೆ ಮನುನ್ ಅಮ್ಚೊ ಭುತ್ತುರ್ಲೊ ಮನ್ ನಿತಳ್ ಹಾಯ್ ಮನುನ್ ಅಮ್ಕಾ ಖಾತ್ರಿ ಹಾಯ್.