Hebrews 13:19 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ଅନୁ ରୋଧ କରୁଛି, ତୁମ୍ଭମାନେେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ବର ମାେତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶଷେ ଭାବରେ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, ଈଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ପଠାଇ ଦିଅନ୍ତୁ, ତୁମ୍ଭେମାନେ ମୋ’ ପାଇଁ ଏହି ପ୍ରାର୍ଥନା କରୁଥାଅ। ଏହା ତୁମ୍ଭମାନଙ୍କ ନିକଟରେ ମୋର ଆନ୍ତରିକ ନିବେଦନ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ତୁମ୍ଭେମାନେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ୱର ମୋତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶେଷ ଭାବରେ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಮಾಕಾ ತುಮ್ಚ್ಯಾ ಮದ್ದಿ ಲಗ್ಗುನಾಚ್ ಯೆಯ್ ಸಾರ್ಕೆ ಕರುಂದಿತ್ ಮನುನ್ ತುಮಿ ಮಾಗ್ನಿ ಕರಾ ಹಿ ಮಾಜಿ ವಿನಂತಿ.