Hebrews 13:2 — Compare Translations

7 translations compared side by side

Odia - 1840
"ନିଜ ଘ ରେ ସ୍ବାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାୟ୍ଯ କରିବା କଥା ମନେ ରଖ। କେତବେେଳେ ଏହିପରି କରି ଅଜାଣତ ରେ ସ୍ବର୍ଗଦୂତମାନଙ୍କୁ ସାହାୟ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କରିବା ଦ୍ୱାରା କେହି କେହି ଅଜାଣତରେ ସ୍ୱର୍ଗଦୂତମାନଙ୍କର ଆତିଥ୍ୟ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ದಾರಾಕ್ನಿ ಬಡ್ವುತಲ್ಯಾಕ್ನಿ ಸ್ವಾಗತ್ ಕರುಕ್ ಇಸ್ರುನಕಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್, ಅಶೆ ಸ್ವಾಗತ್ ಕರುನ್ ಲೈ ಲೊಕಾನಿ ಗೊತ್ತ್ ನಸ್ತಾನಾ ದೆವಾಚ್ಯಾ ದುತಾಂಚಿಚ್ ಸೆವಾ ಕರ್‍ಲ್ಯಾನಾತ್.