Hebrews 13:20 — Compare Translations

7 translations compared side by side

Odia - 1840
"ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଶାନ୍ତିଦାତା ଈଶ୍ଵର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾಸ್ವತ್ ಕರಾರ್ ಘಟ್ಟ್ ಕರುಸಾಟ್ನಿ ಅಪ್ಲೆ ರಗಾತ್ ವೊತುನ್ ದೆವಾಚೊ ತಾಂಡೊ ಮನ್ತಲ್ಯಾಕ್ ಮೊಟಿ ರಾಕ್ವನ್ ಹೊವ್ನ್ ಹೊತ್ತ್ಯಾ ಅಮ್ಚ್ಯಾ ಧನಿಯಾ ಜೆಜುಕ್ ಮರಲ್ಲ್ಯಾಕ್ನಾ ಝಿತ್ತೊ ಕರಲ್ಲೊ ಶಾಂತ್ಪಾನಾಚೊ ದೆವ್,