Hebrews 13:21 — Compare Translations

5 translations compared side by side

Odia - 1840
"ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ತೆಚಿ ಇಚ್ಚ್ಯಾ ಫುರಾ ಕರಿಸಾರ್ಕೆ ಸಗ್ಳ್ಯಾ ಬರ್‍ಯಾ ಕಾಮಾಕ್ನಿ ಪಾಜೆ ಹೊಲ್ಲೊ ಅನ್ಕುಲ್ ತುಮ್ಕಾ ದಿಂವ್ದಿತ್ ಅನಿ ತೊ ಜೆಜುಕ್ರಿಸ್ತಾ ವೈನಾ ಅಪ್ನಾಕ್ ಸಮಾ ಹೊವ್ನ್ ಹೊತ್ತೆ ಅಮ್ಚ್ಯಾಕ್ಡೆ ಕರುಂದಿತ್. ತೆಕಾ ಸದಾಸರ್ವತಾಕ್ ಸ್ತುತಿ ಹೊಂವ್ದಿತ್ ಆಮೆನ್.