Hebrews 13:22 — Compare Translations
7 translations compared side by side
Odia - 1840
"ମାେ ଭାଇ ଓ ଭଉଣୀମାନେ!ମୁଁ କହିଥିବା କଥାଗୁଡ଼ିକୁ ର୍ଧୈୟ୍ଯପୂର୍ବକ ଶୁଣ ବୋଲି ମୁଁ ଅନୁ ରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ, ଅନୁରୋଧ କରୁଛି, ମୋର ଏହି ନାତିଦୀର୍ଘ ପତ୍ରର ବାର୍ତ୍ତା ପ୍ରତି ଧୈର୍ଯ୍ୟର ସହିତ ମନୋଯୋଗ କର। ତୁମ୍ଭମାନଙ୍କୁ ଉତ୍ସାହିତ କରିବା ପାଇଁ ଏହା ମୁଁ ଲେିଖିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଭାଇ ଓ ଭଉଣୀମାନେ! ମୁଁ କହିଥିବା କଥାଗୁଡ଼ିକୁ ଧୈର୍ଯ୍ୟପୂର୍ବକ ଶୁଣ ବୋଲି ମୁଁ ଅନୁରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಹಿ ಹುಶ್ಯಾರ್ಕಿಚಿ ಗೊಸ್ಟಿಯಾ ತುಮಿ ಸೊಸುನ್ ಘೆವ್ಚೆ ಮನುನ್ ತುಮ್ಚ್ಯಾಕ್ಡೆ ಮಾಗ್ತಾ; ತುಮ್ಕಾ ಕಳಿ ಸಾರ್ಕೆ ಕರುನ್ ಲಿವ್ಲಾ.