Hebrews 13:23 — Compare Translations

7 translations compared side by side

Odia - 1840
"ଆମ୍ଭ ଭାଇ ତୀମଥି ବନ୍ଦୀଗୃହରୁ ମୁକ୍ତ ହାଇେ ଅଛନ୍ତି, ଏହା ତୁମ୍ଭମାନେେ ଜାଣ ବୋଲି ମାରେ ଇଚ୍ଛା। ଯଦି ସେ ମାେ ପାଖକୁ ଶୀଘ୍ର ଆସନ୍ତି, ତା' ହେଲେ ଆମ୍ଭେ ଦୁ ହେଁ ତୁମ୍ଭମାନଙ୍କ ଦଖାେ କରିବାକୁ ଆସିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇଅଛନ୍ତି ବୋଲି ଜାଣିବ; ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଭାଇ ତୀମଥି କାରାଗାରରୁ ମୁକ୍ତି ପାଇଛନ୍ତି ବୋଲି ଜାଣିବ। ସେ ଯଦି ଶୀଘ୍ର ଆସନ୍ତି, ତେବେ ମୁଁ ତାଙ୍କୁ ସଙ୍ଗରେ ନେଇ ତୁମ୍ଭମାନଙ୍କ ନିକଟକୁ ଯିବି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଭାଇ ତୀମଥି ବନ୍ଦୀଗୃହରୁ ମୁକ୍ତ ହୋଇ ଅଛନ୍ତି, ଏହା ତୁମ୍ଭେମାନେ ଜାଣ ବୋଲି ମୋର ଇଚ୍ଛା। ଯଦି ସେ ମୋ’ ପାଖକୁ ଶୀଘ୍ର ଆସନ୍ତି, ତା’ହେଲେ ଆମ୍ଭେ ଦୁହେଁ ତୁମ୍ଭମାନଙ୍କୁ ଦେଖା କରିବାକୁ ଆସିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭಾವಾ ತಿಮೊತಿಕ್ ಬಂದಿಖಾನ್ಯಾತ್ನಾ ಸುಟ್ಕಾ ಹೊಲ್ಲಿ ಹಾಯ್ ಮನ್ತಲೊ ವಿಶಯ್ ತುಮ್ಕಾ ಗೊತ್ತ್ ರ್‍ಹಾಂವ್ದಿತ್, ತೊ ಹಿತ್ತೆ ಯೆವ್ನ್ ಸಮಾ ಯೆಳಾರ್ ಪಾವ್ಲೊ ತರ್ ಮಿಯಾ ತುಮ್ಕಾ ಭೆಟುಕ್ ಯೆತಾನಾ ತೆಕಾಬಿ ವಾಂಗ್ಡಾ ಘೆವ್ನ್ ಯೆತಾ.