Hebrews 13:24 — Compare Translations

7 translations compared side by side

Odia - 1840
"ସଠାେରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ବରଙ୍କ ଲୋକମାନଙ୍କୁ ଆମର ନମସ୍କା ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ବରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ମାନଙ୍କର ନେତୃବର୍ଗ ତଥା ଖ୍ରୀଷ୍ଟବିଶ୍ୱାସୀମାନଙ୍କୁ ଆମର ଶୁଭେଚ୍ଛା ଜଣାଇବ। ଲାଲି ଦେଶରୁ ଆଗତ ଭାଇମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ୱରଙ୍କ ଲୋକମାନଙ୍କୁ ଆମର ନମସ୍କାର ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ୱରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ತುಮ್ಚ್ಯಾ ಫಿಡಾರ್‍ಯಾಕ್ನಿ ಅನಿ ದೆವಾಚ್ಯಾ ಲೊಕಾಕ್ನಿ ಮಾಜೊ ನಮಸ್ಕಾರ್ ಸಾಂಗ್ತಾ, ಅಮ್ಚಿ ಇಟಲಿ ದೆಶಾಚಿ ಭಾವಾ ಅನಿ ಭೆನಿಯಾ ತುಮ್ಕಾ ನಮಸ್ಕಾರ್ ಕರ್‍ತಾತ್.