Hebrews 13:25 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ସମସ୍ତଙ୍କ ନିକଟରେ ଈଶ୍ୱରଙ୍କ ଅନୁଗ୍ରହ ବିରାଜମାନ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
Odia IRV 2017 (ଓଡିଆ ବାଇବେଲ)
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಕುರ್ಪಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ರ್ಹಾಂವ್ದಿತ್! ಆಮೆನ್.