Hebrews 13:4 — Compare Translations
7 translations compared side by side
Odia - 1840
"ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಲಗ್ನಾಚ್ಯಾ ಜಿವನಾಕ್ ಪಾಜೆ ಹೊಲ್ಲೊ ಮಾನ್ ಗಾವುಂದಿತ್ ಅನಿ ಘೊವ್ ಬಾಯ್ಕೊಚ್ಯಾ ಮದ್ಲೊ ವಿಶ್ವಾಸ್ ಕಪಟ್ ನಸಲ್ಲೊ ಹೊವ್ನ್ ರಾಂವ್ದಿತ್; ಕಶ್ಯಾಕ್ ಮಟ್ಲ್ಯಾರ್, ಪೊಜ್ಡೆಪಾನ್ ಅನಿ ವೆಭಿಚಾರ್ ಕರ್ತಲ್ಯಾಂಚಿ ದೆವ್ ಝಡ್ತಿ ಕರ್ತಾ.