Hebrews 13:5 — Compare Translations

7 translations compared side by side

Odia - 1840
"ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଚାରବ୍ୟବହାରରେ ଧନଲୋଭଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ” ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନ ଲାଳସାରୁ ନିବୃତ୍ତ ହୁଅଏବଂ ତୁମର ଯାହା ଅଛି, ସେଥିରେ ସନ୍ତୁଷ୍ଟ ରୁହ। କାରଣ ଈଶ୍ୱର କହିଛନ୍ତି, “ମୁଁ ତୁମକୁ ପରିତ୍ୟାଗ କରିବ ନାହିଁ, ମୁଁ ତୁମକୁ କେବେ ବଜୀନ କରିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେଥିରେ ସନ୍ତୋଷ ଲାଭ କର। ପରମେଶ୍ୱର କହିଛନ୍ତି: “ମୁଁ ତୁମ୍ଭକୁ କେବେ ହେଲେ ଛାଡ଼ିବି ନାହିଁ; ମୁଁ ତୁମ୍ଭଠାରୁ କେବେ ହେଲେ ଦୂରେଇ ଯିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, "ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ''।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೈಶಾಂಚಿ ಆಶಾ ತುಮ್ಚ್ಯಾ ಜಿವನಾಕ್ ಪ್ರೆರನ್ ಹೊಯ್‍ನಸ್ತಾನಾ ರ್‍ಹಾಂವ್ದಿತ್, ತುಮ್ಚ್ಯಾಕ್ಡೆ ಕವ್ಡೆ ಹಾಯ್ ತವ್ಡ್ಯಾತುಚ್ ತೃಪ್ತಿ ಹೊವ್ನ್ ರ್‍ಹಾವ್ಕ್ ಶಿಕಾ, ದೆವಾನುಚ್ ಮಟಲ್ಲೆ ಹಾಯ್ ಮಿಯಾ ತುಮ್ಕಾ ಕಳ್ದುನ್ ಘೆಯ್ನಾ ಮಿಯಾ ತುಮ್ಕಾ ಸೊಡುನ್ ಘಾಲಿನಾ.