Hebrews 13:6 — Compare Translations

7 translations compared side by side

Odia - 1840
"ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ?
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ ଆମ୍ଭେମାନେ ସାହସରେ କହି ପାରିବା, “ପ୍ରଭୁ ମୋର ସହିୟକ। ମୁଁ ଭୟ କରିବି ନାହ, କିଏ ମୋର ଅନିଷ୍ଟ କରିପାରେ?”
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା: “ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ, ମୁଁ ଭୟ କରିବି ନାହିଁ, ମନୁଷ୍ୟ ମୋର କିଛି କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಖರ್ಯಾ ವಿಶ್ವಾಸಾನ್ ಅಮಿ ಮನುವಾ ಸರ್ವೆಸ್ವರುಚ್ ಮಾಜೊ ಮಜತ್‍ದಾರ್ ಕೊನಾಕ್ಬಿ ಮಿಯಾ ಭಿಂಯ್ ನಾ; ಮಾನ್ಸಾಚ್ಯಾನ್ ಮಾಕಾ ಕಾಯ್ ಕರುಕ್ ಹೊಯ್ಲ್?