Hebrews 13:7 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସମାନେେ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସମାନେେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ଯୁ ଭୋଗ କଲେ ତାହା ମନେ ପକାଅ, ଏବଂ ସମାନଙ୍କେର ବିଶ୍ବାସର ଉଦାହରଣକୁ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ଵାସର ଅନୁକାରୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ନେତାମାନେ ପୂର୍ବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାର୍ତ୍ତା ଶୁଣାଇ ଥିଲେ, ସେମାନଙ୍କୁ ସ୍ମରଣ କର। ସେମାନଙ୍କର ଜୀବନ ତଥା ମୃତ୍ୟୁ କି ପ୍ରକାର ଥିଲା, ତାହା ସ୍ମରଣ କରି ସେମାନଙ୍କର ବିଶ୍ୱାସକୁ ନିଜ ଜୀବନରେ ରୂପାୟିତ କର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಫಿಡಾರ್ಯಾಂಚೊ ಮಟ್ಲ್ಯಾರ್, ತುಮ್ಕಾ ಬಾತ್ಮಿ ಹಾನಲ್ಲ್ಯಾಂಚಿ ಯಾದ್ ಕರಾ ಅಪ್ನಾಚೆ ಜಿವನ್ ತೆನಿ ಕಶೆ ಸಾರ್ಲ್ಯಾನಿ ತೆ ಚಿಂತುನ್ ಬಗಾ ಅನಿ ತೆಂಚ್ಯಾ ವಿಶ್ವಾಸಾಚ್ಯಾ ಸಾರ್ಕೆ ತುಮಿಬಿ ವಿಶ್ವಾಸ್ ಕರಾ.