Hebrews 13:8 — Compare Translations
7 translations compared side by side
Odia - 1840
"ଯୀଶୁଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଚିରକାଳ ସମାନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଖ୍ରୀଷ୍ଟ ଗତ କାଲି, ଆଜି ଓ ଚିରକାଳ ସମଭାବରେ ବିଦ୍ୟମାନ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತ್ ಕಾಲ್ ಆಜ್ ಅನಿ ಸದಾಸರ್ವತಾಕ್ ಎಕುಚ್ ನಮನಿ ರ್ಹಾತಾ.