Hebrews 2:10 — Compare Translations
7 translations compared side by side
Odia - 1840
"ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ଵାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଚରାଚର ସମସ୍ତଙ୍କର ସୃଷ୍ଟିକର୍ତ୍ତା ଈଶ୍ବର ତାଙ୍କର ଅଗଣିତ ସନ୍ତାନମାନଙ୍କୁ ଯୀଶୁଙ୍କ ଗୌରବରେ ଭାଗୀ କରାଇବା ନିମନ୍ତେ, ମୃତ୍ୟୁଭୋଗ ଦ୍ୱାରା ଯୀଶୁଙ୍କୁ ସିଦ୍ଧ କରି ଯଥୋଚିତ କାର୍ଯ୍ୟ କରିଛନ୍ତି। କାରଣ ଯୀଶୁ ହିଁ ପରିତ୍ରାଣ ପଥରେ ସେମାନଙ୍କୁ କଢ଼ାଇ ନିଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಚೊ ಆರಂಬ್ ಅನಿ ಅಂತ್ ಹೊವ್ನ್ ಅಸಲ್ಲ್ಯಾ ದೆವಾನ್ ಲೈ ಲೊಕಾಕ್ನಿ ಮಹಿಮೆನ್ ಭರುಸಾಟ್ನಿ ತೆಂಕಾ ಸುಟ್ಕಾ ಗಾವಿ ಸಾರ್ಕೆ ಕರ್ತಲ್ಯಾ ಜೆಜುಕ್ ತರಾಸಾಂಚ್ಯಾ ವೈನಾ ಅದ್ದಿ ಸಂಪುರ್ನ್ ಕರುಚೆ ಮನ್ತಲೆ ಹೊತ್ತೆ.