Hebrews 2:11 — Compare Translations
7 translations compared side by side
Odia - 1840
"ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହନ୍ତିଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମନୁଷ୍ୟମାନଙ୍କୁ ପାପରୁ ଶୁଚି କରନ୍ତି। ପୁଣି, ତାଙ୍କର ତଥା ତାଙ୍କ ଦ୍ୱାରା ପବିତ୍ରୀକୃତ ମନୁଷ୍ୟମାନଙକର ପିତା ଏକ। ସେଥିପାଇଁ ଯୀଶୁ ସେମାନଙ୍କୁ ଭ୍ରାତା ବୋଲି ସମ୍ବୋଧନ କରିବାକୁ ଲଜ୍ଜିତ ନୁହଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಪವಿತ್ರ್ ಕರ್ತಲ್ಯಾಚೊ, ಅನಿ ಪವಿತ್ರ್ ಹೊಲ್ಲ್ಯಾಂಚೊ ಸಗ್ಳ್ಯಾಂಚೊ ಬಾಬಾ ಎಕ್ಲೊಚ್, ತೆಚ್ಯಾ ಸಾಟಿಚ್ ಸಗ್ಳ್ಯಾಕ್ನಿ ಅಪ್ನಾಚ್ಯಾ ಕುಟ್ಮಾಚೆ ಮನುಕ್ ಜೆಜು ಲಜಿನಾ.