Hebrews 2:12 — Compare Translations

7 translations compared side by side

Odia - 1840
" ହେ ପରମେଶ୍ବର, ମୁଁ ମାରେ ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟ ରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗ ରେ, ମୁଁ ତୁମ୍ଭର ପ୍ରଶଂସା ପାଇବି। ଗୀତିସଂହିତା 22:22"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଈଶ୍ୱରଙ୍କୁ କହିଛନ୍ତି: “ହେ ଈଶ୍ୱର, ମୁଁ ତୁମର ସମସ୍ତ କାର୍ଯ୍ୟ ମୋର ଭାଇମାନଙ୍କୁ ଜଣାଇବି। ମୁଁ ସେମାନଙ୍କ ସମାବେଶରେ ତୁମର ପ୍ରଶଂସା ଗାନ କରିବି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କୁହନ୍ତି: “ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”
Odia IRV 2017 (ଓଡିଆ ବାଇବେଲ)
ଯେପରି ସେ କହନ୍ତି, "ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮನ್ತಾ, ತುಜೆ ನಾವ್ ಮಿಯಾ ಮಾಜ್ಯಾ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಪರ್ಗಟ್ ಕರ್‍ತಾ, ಅನಿ ಜಮಾ ಹೊಲ್ಲ್ಯಾ ಸಗ್ಳ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಮಿಳುನ್ ತುಜಿ ಸುತ್ತಿ ಗಾವ್ತಾ.