Hebrews 2:15 — Compare Translations
7 translations compared side by side
Odia - 1840
"ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାଦ୍ୱାରା ଅଜୀବନ ମୃତ୍ୟୁ ଭୟରୂପ ଦାସତ୍ୱ ବନ୍ଧନରେ ଥିବା ମନୁଷ୍ୟମାନଙ୍କୁ ସେ ମୁକ୍ତି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮರ್ನಾಚ್ಯಾ ಭಿಂಯಾನ್ ಅಪ್ನಾಚ್ಯಾ ಸಗ್ಳ್ಯಾ ಜಿವನ್ಭರ್ ಗುಲಾಮ್ ಸಾರ್ಕೆ ಹೊವ್ನ್ ರ್ಹಾತಲ್ಯಾಕ್ನಿ ಸುಟ್ಕಾ ಕರುಕ್ ತೊಬಿ ತೆಂಚ್ಯಾ ಸಾರ್ಕೊಚ್ ರಗಾತ್ ಅನಿ ಮಾಸ್ ಭರಲ್ಲೊ ಮಾನುಸ್ ಹೊಲೊ.