Hebrews 2:16 — Compare Translations
7 translations compared side by side
Odia - 1840
"କାରଣ ପ୍ରକୃତ ରେ ଯୀଶୁ ସ୍ବର୍ଗଦୂତମାନଙ୍କ ପ୍ରତି ମନ ଯୋଗୀ ନ ହାଇେ ଅବ୍ରହାମର ସନ୍ତାନମାନଙ୍କୁ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ତତ୍ତ୍ଵ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ତତ୍ତ୍ଵ ନିଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରୁ ସ୍ପଷ୍ଟ ଜଣାଯାଏ ଯେ, ସେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରନ୍ତି ନାହିଁ, ବରଂ ଶାସ୍ତ୍ରାକ୍ତି ଅନୁସାରେ, “ସେ ଅବ୍ରାହାମଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ದೆವಾಚ್ಯಾ ದುತಾಕ್ನಿ ಮಜತ್ ಕರುಕ್ ಮನುನ್ ತೊ ಯೆವ್ಕ್ ನಾ, ಅಬ್ರಾಹಾಮಾಚ್ಯಾ ಘರಾನ್ಯಾಚ್ಯಾಕ್ನಿ ಮಜತ್ ಕರುಕ್ ಮನುನ್ ತೊ ಯೆಲಾ ಮನ್ತಲೆ ದಿಸುನ್ ಯೆತಾ.