Hebrews 2:17 — Compare Translations

7 translations compared side by side

Odia - 1840
"ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ଜଣେ ଦୟାଳୁ ଓ ବିଶ୍ଵସ୍ତ ମହାଯାଜକ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ ಸಗ್ಳ್ಯಾತ್ಬಿ ತೆನಿ ಅಪ್ನಿಚ್ ಅಪ್ನಾಚ್ಯಾ ಭಾವಾಂಚ್ಯಾ ಸಾರ್ಕೆ ಹೊತಲೆ ಪಡ್ಲೆ. ಹೆಚ್ಯಾ ವೈನಾ ಲೊಕಾನಿ ಪಾಪಾಂಚಿ ಮಾಪಿ ಖಮ್ವುನ್ ಘೆವ್‍ಸಾಟ್ನಿ ದೆವಾಚ್ಯಾ ಸೆವೆತ್ ದಯಾ ದಾಕ್ವುತಲೊ ಅನಿ ವಿಶ್ವಾಸಿ ಶ್ರೆಸ್ಟ್ ಯಾಜಕ್ ತೊ ಹೊವ್ಕ್ ಪಾವ್ಲೊ.