Hebrews 2:18 — Compare Translations

7 translations compared side by side

Odia - 1840
"ଯୀଶୁ ପରୀକ୍ଷିତ ହାଇେ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ସକ୍ଷମ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନିଜେ ପ୍ରଲୋଭନର ସମ୍ମୁଖୀନ ହୋଇ ଦୁଃଖଭୋଗ କରିଥିବାରୁ, ପ୍ରଲୋଭନର ପତିତ ମନୁଷ୍ୟମାନଙ୍କୁ ସାହାଯ୍ୟ କରିପାରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸೊಸಲ್ಲ್ಯಾ ಕಸ್ಟಾ ವೈನಾಚ್ ದೆವಾನ್ ಅದ್ದಿಚ್ ತೆಚಿ ಪರಿಕ್ಷಾ ಕರುನ್ ಬಗಟ್ಲ್ಯಾನ್ ತಸೆಮನುನ್ ಚುಕೆತ್ ಸಿರ್ಕುನ್ ಪಡಲ್ಲ್ಯಾಕ್ನಿ ಆಧಾರ್ ದಿವ್ಕ್ ತೆಚ್ಯಾನ್ ಹೊತಾ.