Hebrews 2:3 — Compare Translations

7 translations compared side by side

Odia - 1840
"ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ଵାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ଵାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଏହି ମହାପରିତ୍ରାଣକୁ ଉପେକ୍ଷା କଲେ, ଆମେ କିପରି ଉଦ୍ଧାର ପାଇବା? ଏହି ପରିତ୍ରାଣ ସ୍ୱୟଂ ପ୍ରଭୁ ନିଜେ ପ୍ରଥମେ ଘୋଷଣା କଲେ ଏବଂ ତାଙ୍କଠାରୁ ଶୁଣିବା ବ୍ୟକ୍ତିମାନେ ତାହାର ମହାସତ୍ୟ ଆମ୍ଭମାନଙ୍କ ନିକଟରେ ପ୍ରମାଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବହେଳା କଲେ, ଆମ୍ଭେ ମଧ୍ୟ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ୟକ୍ତି, ଯିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟରେ କହିଲେ। ଯେଉଁମାନେ ଶୁଣିଲେ, ସେମାନେ ଆମ୍ଭକୁ ଏହାର ସତ୍ୟତା ପ୍ରମାଣ କରି ଦେଖାଇ ଦେଲେ। ଆଶ୍ଚର୍ଯ୍ୟକର୍ମ, ନାନାଦି ଚିହ୍ନ ଓ ଅନେକ ପ୍ରକାରର ଅ‌ଦ୍‌ଭୂତ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Odia IRV 2017 (ଓଡିଆ ବାଇବେଲ)
ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್, ಎವ್ಡ್ಯಾ ಮೊಟ್ಯಾ ಸುಟ್ಕೆಚಿ ಪರ್ವಾ ಕರಿನಸ್ತಾನಾ ರ್‍ಹಾಲ್ಯಾರ್ ಅಮ್ಕಾ ಶಿಕ್ಷಾ ಗಾವಿನಸ್ತಾನಾ ರ್‍ಹಾಯ್ಲ್ ಕಾಯ್? ತಿ ಸುಟ್ಕಾ ಧನಿಯಾನುಚ್ ಅದ್ದಿ ಅಮ್ಕಾ ಪರ್ಗಟ್ ಕರಲ್ಲ್ಯಾನ್ ಅನಿ ಧನಿಯಾನ್ ಸಾಂಗಟಲ್ಲೆ ಆಯ್ಕಲ್ಲ್ಯಾನಿ ಮಾನಾ ಅಮ್ಕಾ ತೆಚಿ ಖಾತ್ರಿ ಕರುನ್ ದಿಲ್ಲ್ಯಾನಿ.