Hebrews 2:4 — Compare Translations
7 translations compared side by side
Odia - 1840
"କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମ୍ଵନ୍ଧରେ ଈଶ୍ଵର ମଧ୍ୟ ନିଜ ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ବିବିଧ ଶକ୍ତିର କାର୍ଯ୍ୟଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ଵାରା ସାକ୍ଷ୍ୟ ଦେଇ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆହୁରି ମଧ୍ୟ, ଈଶ୍ୱର ନାନା ଅଲୌକିକ କାର୍ଯ୍ୟ ଓ ଅପୂର୍ବ ଘଟଣା ଦ୍ୱରା ସେହି ସବୁ ବାର୍ତ୍ତା ସତ୍ୟ ବୋଲି ନିଦର୍ଶନ ଦେଇଛନ୍ତି ଏବଂ ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଦାନସମୂହ ବିତରଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ವೆಳಾರ್ ದೆವಾನ್ ಸಗ್ಳ್ಯಾ ರಿತಿಚ್ಯಾ ಮೊಟ್ಯಾ ಮೊಟ್ಯಾ ಕಾಮಾಂಚ್ಯಾ ವೈನಾ ಅನಿ ಅಜಾಪಾಂಚ್ಯಾ ತಸೆಚ್ ಅಪ್ನಿ ವಾಟುನ್ ದಿಲ್ಲ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ದೆನ್ಗಿಯಾಂಚ್ಯಾ ವೈನಾ ದೆವಾನ್ ತ್ಯಾ ಲೊಕಾನಿ ದಿಲ್ಲಿ ಸಾಕ್ಷಿ ಮಿಳ್ವುಲ್ಯಾನ್.