Hebrews 2:5 — Compare Translations

7 translations compared side by side

Odia - 1840
"ଯେଉଁ ଭାବୀଜଗତ ବିଷୟ ରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ବର ଦୂତମାନଙ୍କୁ ବାଛି ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଭାବୀ ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯେଉଁ ନୂତନ ଜଗତ ସୃଷ୍ଟି କରିବେ ଓ ଯେଉଁ ଜଗତର କଥା ଆମ୍ଭେମାନେ କହୁଛୁ, ତାହାର ଅଧିପତି ଭାବରେ ସେ ସ୍ୱର୍ଗଦୂତମାନଙ୍କୁ ନିଯୁକ୍ତ କରି ନାହାଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ରକ୍ଷା କରିବା ପାଇଁ ଯୀଶୁ ଖ୍ରୀଷ୍ଟ ମାନବ ଦେହ ଧାରଣ କଲେ ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାଁନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಅಮಿ ಬೊಲ್ತಲ್ಯಾ ತ್ಯಾ ನ್ಹವ್ಯಾ ಜಗಾಚೊ ಅದಿಕಾರ್ ದೆವಾನ್ ಅಪ್ನಾಚ್ಯಾ ದುತಾಕ್ನಿ ದಿಲ್ಲೊ ನಾ.