Hebrews 2:6 — Compare Translations
7 translations compared side by side
Odia - 1840
"ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ତତ୍ତ୍ଵ ନେଇଥାଅ?
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି: “ହେ ଈଶ୍ବର, ମନୁଷ୍ୟ କିଏ ଯେ, ତୁମେ ତାହା ନିମନ୍ତେ ଚିନ୍ତା କରିଥାଅ ଏବଂ ମନୁଷ୍ୟ ଏତେ ନଗଣ୍ୟ ହେଲେ ଦୁଦ୍ଧା ତୁମେ ତାହାର ତତ୍ତ୍ୱ ନେଇଥାଅ?
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ କୌଣସି ସ୍ଥାନରେ ଏପରି ଲେଖା ଅଛି: “ପରମେଶ୍ୱର! ତୁମ୍ଭେ କାହିଁକି ମନୁଷ୍ୟ ବିଷୟରେ ଚିନ୍ତା କର? ତୁମ୍ଭେ କାହିଁକି ମନୁଷ୍ୟ ସନ୍ତାନ ପାଇଁ ଚିନ୍ତିତ ହୁଅ? ସେ କ’ଣ ସତରେ ମହାନ ଅଟନ୍ତି ଯେ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, "ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ಎಕಾಕ್ಡೆ ಅಶೆ ಸಾಂಗುನ್ ಹೊಲ್ಲೆ ಹಾಯ್, “ತಿಯಾ ಮಾನ್ಸಾಚಿ ಯಾದ್ ಕಾಡುಕ್ ತೊ ಕೊನ್? ತೆಜಿ ಕಾಳ್ಜಿ ಕರುಕ್ ಮಾನುಸ್ ಕೊನ್?”