Hebrews 2:7 — Compare Translations
7 translations compared side by side
Odia - 1840
"ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ତାକୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ମାତ୍ର ନ୍ୟୁନ କରି ରଖିଛ, ତୁମେ ତାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୁଷିତ କରିଛ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಮಾನ್ಸಾಕ್ ದೆವ್ದುತಾಂಚ್ಯಾನ್ಬಿ ಉಲ್ಲೆಚ್ ಖಾಯ್ಲ್ಯಾ ಜಾಗ್ಯಾರ್ ಥವ್ಲೆಯ್; ಮಾನಾ ತೆಕಾ ಮಹಿಮೆಚೊ, ಅನಿ ಗೌರವಾಚೊ ಮುಕುಟ್ ದಿಲೆಯ್.