Hebrews 2:9 — Compare Translations
7 translations compared side by side
Odia - 1840
"ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ଵରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ଵାଦନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଦେଖୁଛୁ, କିପରି ଯୀଶୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ନ୍ୟୁନ କରାଯାଇଥିଲେ, ଯେପରି କି ଈଶ୍ୱରଙ୍କ ଅନୁଗ୍ରହରୁ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିବେ। ତାଙ୍ମକର ଦେହି ମୃତ୍ୟଭୋଗ ଯୋଗୁଁ ଆମେ ତାଙ୍କୁ ବର୍ତ୍ତମାନ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ ହୋଇଥିବା ଦେ୍ୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ୱରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುಕ್ ಉಲ್ಲ್ಯಾಸ್ಯಾ ಎಳಾಸಾಟಿ ದೆವ್ದುತಾಂಚ್ಯಾನ್ಬಿ ಖಾಯ್ಲ್ಯಾ ಜಾಗ್ಯಾರ್ ಹಾನಲ್ಲೆ ಅಮಿ ಬಗಟ್ಲಾಂವ್; ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚ್ಯಾ ಉದಾರ್ ಇಚ್ಚ್ಯಾ ಪರ್ಕಾರ್ ಜೆಜುನ್ ಹರ್ ಎಕ್ ಮಾನ್ಸಾಂಚ್ಯಾಸಾಟ್ನಿ ಮರಾನ್ ಸೊಸ್ತಲೆ ಹೊತ್ತೆ. ತೆನಿ ಮರಾನ್ ಸೊಸ್ಲ್ಯಾನ್ ತಸೆ ಮನುನ್ ತೆನಿ ಮಹಿಮೆಚೆ ಅನಿ ಮಾನಾಚೆ ಮುಕುಟ್ ಖಮ್ವುನ್ ಘೆಟಲ್ಲೆ ಅಮಿ ಬಗುಲಾವ್.