Hebrews 3:1 — Compare Translations

7 translations compared side by side

Odia - 1840
"ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ;
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟବିଶ୍ବାସୀ ଭାଇମାନେ, ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଆହୂତ! ତୁମ୍ଭେମାନେ ଯୀଶୁଙ୍କୁ ବିଷୟ ଚିନ୍ତା କର, ସେ ଆମ୍ଭମାନଙ୍କର ଧର୍ମବିଶ୍ୱାସର ମହାଯାଜକ ହେବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ପ୍ରେରିତ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କଠାରୁ ଯୀଶୁ ମହାନ ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಭಕ್ತಿನ್ ಚಲ್ತಲ್ಯಾ ಭಾವಾನು, ಅನಿ ಭೆನಿಯಾನು ದೆವಾಚ್ಯಾ ಬಲ್ವನಿತ್ ಭಾಗಿದಾರ್ ಹೊಲ್ಲ್ಯಾನು, ಅಮ್ಕಾ ಗಾವಲ್ಲ್ಯಾ ವಿಶ್ವಾಸಾಚ್ಯಾ ವೈನಾ ಮಾನುನ್ ಘೆಟಲ್ಲ್ಯಾ ಅಮ್ಚ್ಯಾ ಶ್ರೆಸ್ಟ್ ಯಾಜಕ್ ಹೊವ್ನ್ ಅಸಲ್ಲ್ಯಾ ಜೆಜು ಕ್ರಿಸ್ತಾಕ್ಡೆ ಧ್ಯಾನ್ ದಿವಾ.