Hebrews 3:10 — Compare Translations
7 translations compared side by side
Odia - 1840
"ସେଥିପାଇଁ ମୁଁ ସହେି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ ଅଟେ। ସମାନେେ ମାରେ ମାର୍ଗ ବୁଝନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ ସେମାନଙ୍କ ପ୍ରତି କ୍ରୋଧାନ୍ୱିତ ହୋଇ କହିଲି, ‘ସେମାନେ ସର୍ବଦା ଅବିଶ୍ୱସ୍ତ ଏବଂ ମୋର ଆଦେଶ ପାଳନ କରିବାକୁ ଅନିଚ୍ଛୁକ।’
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ। ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತ್ಯಾ ಲೊಕಾಂಚೊ ಮಾಕಾ ರಾಗ್ ಯೆಲೊ ಅನಿ ಸಂತಾಪಾನ್ ಮಿಯಾ, “ಕನ್ನಾಬಿ ತೆಂಚಿ ಮನಾ ಮಾಜೆಕ್ನಾ ಧುರುಚ್ ಹಾತ್; ತೆಂಚ್ಯಾನಿ ಮಾಜಿ ವಾಟಾ ಹುಡ್ಕುಕ್ ಹೊವ್ಕ್ ನಾ.